ଫସିଲେ ର଼୍ୟାପର୍‌ ବାଦଶାହା! ଏଥିପାଇଁ ୯ ଘଣ୍ଟା କାଳ ଜେରା କଲା କ୍ରାଇମ୍‌ବ୍ରାଞ୍ଚ

ବମ୍ବେ: ବିବାଦରେ ଲୋକପ୍ରିୟ ର଼୍ୟାପର୍‌ ବାଦଶାହା। ଫେକ୍‌ ଫଲୋୟର ର଼୍ୟାକେଟ୍‌ କେସ୍‌ରେ ସେ ଛନ୍ଦି ହୋଇଛନ୍ତି। ନିଜର ସୋସିଆଲ ମିଡିଆରେ ସେ ନକଲି ଫଲୋଅର୍ସ କରିଛନ୍ତି। ଏହାକୁ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ତାଙ୍କୁ ଡାକରା ଆସିଥିଲା। ଶୁକ୍ରବାର ସେ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚ … Read More

ବିମାନ ଦୁର୍ଘଟଣାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଲୋକଙ୍କର ହେବ କରୋନା ଟେଷ୍ଟ

କୋଝିକୋଡ: -ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ଉଦ୍ଧାର କାର୍ଯ୍ୟରେ ସାମିଲ ଥିବା ସମସ୍ତ ଲୋକଙ୍କର କରୋନା ଟେଷ୍ଟ କରିବେ କେରଳ ସରକାର। ଆଜି ଏନେଇ କେରଳ ସ୍ୱାସ୍ଥ୍ୟ ମନ୍ତ୍ରୀ କେକେ ଶୈଲଜା ସୂଚନା ଦେଇଛନ୍ତି। ସେ କହିଛନ୍ତି, କୋଝିକୋଡ ବିମାନ ଦୁର୍ଘଟଣା … Read More

କେରଳରେ ଭୂସ୍ଖଳନ, ୧୭ ମୃତ

କେରଳ:- କେରଳରେ ପ୍ରବଳ ବର୍ଷା ପରେ ଇଡ଼ୁକ୍କି ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ ହୋଇଛି ଏବଂ ଏଥିରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାୟ ୧୬ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଆହୁରି ୫୦ରୁ ଅଧିକ … Read More