ନାୟକ ସାରଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍
ଭୁବନେଶ୍ୱର:- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇ ଚର୍ଚ୍ଚାରେ ଥିବା ଜଗତସିଂହପୁରର ସିଲୁ ନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ରାଜ୍ୟପାଳ। ରାଜଭବନରେ ଆୟୋଜିତ ସମ୍ୱର୍ଦ୍ଧନା ସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହ ୨୧ … Read More










