ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ କଙ୍ଗନା
ପୁରୀ:-ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତ ଆଜି ସକାଳୁ ପୁରୀରେ ପହଞ୍ଚି ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳୁ ସକାଳୁ ଭୁବନେଶ୍ୱରରୁ ଶ୍ରୀମନ୍ଦିରରେ ପହଞ୍ଚି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ଆର୍ଶୀବାଦ ନେଇଛନ୍ତି କଙ୍ଗନା । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ … Read More










