ହାରିଗଲା ମା’ର ମମତା, କୁରାଢ଼ିରେ ହାଣିଲା ପୁଅ
ବାରିପଦା:-ମଦ ନିଶା ଆଗରେ ହାରିଗଲା ମା’ର ମମତା। ଯିଏ ଜନ୍ମ ଦେଇ ପାଳିପୋଷି ବଡ଼ କରିଥିଲା, ଶେଷରେ ମଦ ନିଶାରେ ଚୁର ହୋଇ ତାକୁ ହିଁ କୁରାଢ଼ିରେ ହାଣି ଦେଲା ପୁଅ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର … Read More
ବାରିପଦା:-ମଦ ନିଶା ଆଗରେ ହାରିଗଲା ମା’ର ମମତା। ଯିଏ ଜନ୍ମ ଦେଇ ପାଳିପୋଷି ବଡ଼ କରିଥିଲା, ଶେଷରେ ମଦ ନିଶାରେ ଚୁର ହୋଇ ତାକୁ ହିଁ କୁରାଢ଼ିରେ ହାଣି ଦେଲା ପୁଅ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର … Read More
ଭୁବନେଶ୍ୱର: ଭୁବନେଶ୍ୱରରେ କୋକେନ୍ ଜବତ ଘଟଣାରେ ସାମ୍ନାକୁ ଆସିଲା ଦାମୀ ନିଶାର ବିଦେଶୀ ଲିଙ୍କ୍ । ରବିର ମୋବାଇଲ ଖୋଲିଲା କୋକେନ୍ ମାଫିଆଙ୍କ ସିକ୍ରେଟ୍ । ବିଦେଶରୁ ଓଡ଼ିଶାକୁ ଆସୁଥିଲା କୋକେନ୍ । ୬ଟି ଦେଶର ମାଫିଆଙ୍କ ସହ ଲିଙ୍କରେ ଥିଲା … Read More
ଭୁବନେଶ୍ୱର:-ଯୁବ ମଡ଼େଲ୍ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ବିତି ସାରିଲାଣି। ପୁଅକୁ ହରାଇ ପରିବାର ଲୋକ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିବା ବେଳେ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ସେମାନଙ୍କୁ ସାମାନ୍ୟ ଆଶ୍ୱସ୍ତ ଦେଇଛି। … Read More
ଢ଼େଙ୍କାନାଳ:- ଢ଼େଙ୍କାନାଳ ଜିଲ୍ଲା ଏସପି କାର୍ଯ୍ୟାଳୟରେ ଅଭାବନୀୟ ଘଟଣା । କନେଷ୍ଟବଳ ସ୍ତ୍ରୀଙ୍କ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ। ସ୍ବାମୀ ନିର୍ଯାତନା ଓ ଦ୍ୱିତୀୟ ବିବାହ କରିଥିବାରୁ ବାରମ୍ବାର ପୋଲିସ ଆଗରେ ଗୁହାରୀ କରି ନ୍ୟାୟ ନମିଳିବାରୁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି … Read More
ସମ୍ବଲପୁର:-ହୋଟେଲରେ ଚାକିରି କରୁଥିଲେ, ଶେଷରେ ସେହି ହୋଟେଲର ମାଲିକଙ୍କ ଚାମ୍ବରରେ କଳାକନା ବୁଲାଇ ଦେଲେ। ହୋଟେଲ ମାଲିକ ଅଫିସ୍ ଚାମ୍ବରରୁ ଗଲା ପରେ ତାଙ୍କ ଆଲମିରା ଭାଙ୍ଗି ୩୯ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। କିନ୍ତୁ ହଜମ କରି ପାରିଲେନି ସବୁ … Read More
କଟକ:-ରାଜ୍ୟର ସମସ୍ତ ଜେଲରେ ଥିବା ପାଇଖାନା ଗୁଡିକ ୧୦ ଦିନ ମଧ୍ୟରେ ସୁବ୍ୟବସ୍ଥିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ଏହି ନିର୍ଦ୍ଦେଶର ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩୦ ତାରିଖରେ ଜିଲ୍ଲା … Read More
ଭୁବନେଶ୍ୱର:-ଗତ ପନ୍ଦର ଦିନ ହେବ ଲଗାତର ଭାବେ ଆଳୁ ଦର ବଢି ଚାଲିଛି। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଯୋଗୁ ପରିବହନ ଖର୍ଚ୍ଚ ବଢୁଥିବାରୁ ଆଳୁ ଦର ବଢୁଛି। ୧୮ଟଙ୍କାରେ ବିକ୍ରି ହେଉଥିବା ଆଳୁ ଏବେ କିଲୋ ପିଛା ୨୫ଟଙ୍କାରେ … Read More
ଭୁବନେଶ୍ୱର:-ରାଜ୍ୟରେ ସମ୍ଭାଳ ତାତି ଅନୁଭୂତ ହୋଇଛି। ଆକାଶରୁ ନିଆଁ ବର୍ଷୁଛି। ଚଳିତବର୍ଷ ଦିନର ସର୍ବୋଚ୍ଚ ତାପମାତ୍ରା ଆଜି ରେକର୍ଡ ସ୍ଥରରେ ପହଞ୍ଚିଛି। ରାଜ୍ୟର ୬ ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ୧୯ ସ୍ଥାନରେ … Read More
ଭୁବନେଶ୍ୱର:-ଓଡ଼ିଶା ପ୍ରିଂଣ୍ଟିଂ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ତଥା ୧୯୮୬ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ବିକେ ଶର୍ମା ଚଳିତବର୍ଷ ଅକ୍ଟୋବର ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ ରାଜ୍ୟ ସରକାର ଅନମୁତି ଦେଇଛନ୍ତି । ଶ୍ରୀ ଶର୍ମା ଅକ୍ଟୋବର ମାସରେ ୬୦ବର୍ଷ … Read More
ଭୁବନେଶ୍ୱର:- ଓଏଏସ୍ ସ୍ତରରେ ଅଦଳବଦଳ । ରାଜ୍ୟ ପଣ୍ୟାଗାର ନିଗମ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ଗରଡ଼ିଆଙ୍କୁ ରାଜ୍ୟ ସରକାରଙ୍କ ଏସସି ଏସ୍ଟି ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସେହିପରି ଇଡକୋ ଜିଏମ୍ ଡକ୍ଟର ଗଣେଶ୍ବର ଜେନାଙ୍କୁ ରାଜ୍ୟ ପଣ୍ୟଗାର … Read More