କାଲି ଚିଲିକାରେ ପକ୍ଷୀ ଗଣନା, ନିୟୋଜିତ ହେବେ ୨୧ଟି ଟିମ୍
ଟାଙ୍ଗୀ: ଶୀତ ଆସିଲେ ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ଦେଶ ବିଦେଶରୁ ଲକ୍ଷ ଲକ୍ଷ ରଙ୍ଗ ବେରଙ୍ଗର ପକ୍ଷୀଙ୍କ ସମାଗମ ହୁଏ । ପ୍ରତିବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ତରଫରୁ ଚିଲିକାରେ ପକ୍ଷୀ ଗଣନା କରାଯାଏ । ଆସନ୍ତାକାଲି ସକାଳ … Read More










