ରେଙ୍ଗାଲି ଦକ୍ଷିଣ କେନାଲ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ହେବ
ଭୁବନେଶ୍ୱର: ଜଙ୍ଗଲ ଜମି ଅଧିଗ୍ରହଣ ଏବଂ ଅନ୍ୟାନ୍ୟ ସମସ୍ୟାଗୁଡ଼ିକର ଆଶୁ ସମାଧାନ କରି ରେଙ୍ଗାଲି ଦକ୍ଷିଣ କେନାଲ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । … Read More










