ଜୁଲାଇ ୨୫ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
ପୁରୀ: ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ବାଡ଼ ହୋଇ ଛିଡ଼ା ହୋଇଛି କରୋନା। କରୋନା କାରଣରୁ ବନ୍ଦ ରହିଛି ଶ୍ରୀମନ୍ଦିର। ଶ୍ରୀମନ୍ଦିର ବନ୍ଦ କାରଣରୁ ଖାଁ ଖାଁ ବଡ଼ଦାଣ୍ଡ। ଭକ୍ତ ମାନେ ଚାହିଁ ରହିଛନ୍ତି କେବେ ଖୋଲିବ ମନ୍ଦିର ଆଉ ଆଖିରେ ଆଖି … Read More










