ଇନ୍ଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା, ଷ୍ଟାଟସ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଇନ୍ଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା। ତଦନ୍ତର ଅଗ୍ରଗତି ନେଇ ଷ୍ଟାଟସ ରିପୋର୍ଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ମାମଲାର ପରବର୍ତ୍ତୀ ଶୁଣାଣି ଜୁନ ୨୨କୁ ଧାର୍ଯ୍ୟ କରିଛନ୍ତି କୋର୍ଟ । ତେବେ ମାମଲାରେ ଓଟିଭି ଗ୍ରୁପର ୪ … Read More

ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ମାଡ଼

ଉଦଳା:- ତହସିଲ୍‌ଦାର ଓ ଅତିରିକ୍ତ ତହସିଲଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ମୟୂରଭଞ୍ଜ ଜିଲ୍ଲାରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ କପ୍ତିପଦା ପୁଲିସ ମାଡ଼ ମାରିଥିବା ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା … Read More

ରାମ ମନ୍ଦିର ଫଙ୍କସନ୍ ହଲ ସହ ଅକ୍ସଫୋର୍ଡ କଲେଜକୁ ସିଲ୍ କଲା ବିଏମସି

ଭୁବନେଶ୍ୱର: ରାଜଧାନୀରେ କୋଭିଡ୍ ସଂକ୍ରମଣ ବଢ଼ୁଥିବା ବେଳେ ବିଭିନ୍ନ ହୋଟେଲ ଓ ହଲରେ ଉତ୍ସବ ଉପରେ ବିଏମସି କଟକଣା ଜାରି କରିଛି । କୌଣସି ଉତ୍ସବ ପାଇଁ ବିଏମସି ଠାରୁ ଅନୁମତି ନେବାକୁ କୁହାଯାଇଛି । ତଥାପି ଅଧିକାଂଶ ସ୍ଥାନରେ ବିଏମସି ଠାରୁ … Read More

ଦିନକରେ ୨୪ ଲକ୍ଷ ୯୧ ହଜାର ୩୦୦ ଟଙ୍କା ଜରିମାନା ଆଦାୟ

ଭୁବନେଶ୍ୱର:- କୋଭିଡ୍‌ କଟକଣା ଉଲ୍ଲଙ୍ଘନ ନେଇ ପୁଲିସର ସ୍ପେଶାଲ ଡ୍ରାଇଭ୍‌ କରୁଛି। ଗତ ୨୪ ଘଣ୍ଟାରେ ପୁଲିସ ୨୭ ଜଣଙ୍କୁ ଗିରଫ କରିଥିବା ବେଳେ ୮୭୦ଟି ଗାଡ଼ି ଜବତ କରିଛି। ଦିନକରେ ୨୪ ଲକ୍ଷ ୯୧ ହଜାର ୩୦୦ ଟଙ୍କା ଜରିମାନା … Read More

ଉଚ୍ଛେଦ ବେଳେ ପୋଲିସ-ବସ୍ତି ବାସିନ୍ଦା ମୁହାଁମୁହିଁ

ଭୁବନେଶ୍ୱର: –ବସ୍ତି ଉଚ୍ଛେଦକୁ ବିରୋଧ । ରେଳ ମାର୍କେଟ ନିକଟ ସାଇନଥ ବସ୍ତି ଉଚ୍ଛେଦକୁ ବିରୋଧ କରାଯାଇଛି । ପୋଲିସ ଓ ବସ୍ତିବାସିନ୍ଦାଙ୍କ ଭିତରେ ପ୍ରବଳ ଗଣ୍ଡଗୋଳ ହୋଇଛି । ବସ୍ତି ଉଚ୍ଛେଦ ପାଇଁ ପହଞ୍ଚିଥିବା ବିଡିଏ କର୍ମଚାରୀଙ୍କୁ ବିରୋଧ କରିଛନ୍ତି … Read More

ପିପିଲିରେ ମୁତୟନ ହେବେ ୩ କମ୍ପାନୀ କେନ୍ଦ୍ରୀୟ ଫୋର୍ସ

ଭୁବନେଶ୍ୱର:-ପିପିଲି ଉପନିର୍ବାଚନକୁ ମୁକ୍ତ,ଅବାଧ ଓ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବା ନିମନ୍ତେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ପିପିଲିରେ ୧୭ତାରିଖରେ ଭୋଟ୍ ଗ୍ରହଣ ହେବାକୁ ଥିବାବେଳେ ସୁରକ୍ଷା ଦାୟିତ୍ୱରେ ୩ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ଓ ୧୮ ପ୍ଳାଟୁନ୍ … Read More

କୋଟିଆରେ ଜାରି ହେଲା ୧୪୪ ଧାରା,

ଜୟପୁର: କରୋନା ପାଇଁ କୋଟିଆରେ ଜାରି ହେଲା ୧୪୪ ଧାରା । କୌଣସି ଲୋକ ବାହାରକୁ ବାହାରିବାକୁ ବାରଣ କରାଯାଇଛି । ୩ ଦିନ ପାଇଁ କୋଟିଆରେ ୧୪୪ ଧାରା ଜାରି କରାଯାଇଥିବା କୋରାପୁଟ ଜିଲ୍ଲାପାଳ ଘୋଷଣା କରିଛନ୍ତି । କୌଣସି ଯାନ … Read More

ରାଜଧାନୀରେ ବଢ଼ୁଛନ୍ତି କରୋନା ସଂକ୍ରମଣ, ସବୁ କଲେଜ ଖାଲି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର :-ରାଜଧାନୀ ଭୁବନେଶ୍ୱରରେ ଗତ ଏକ ମାସ ମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ଗୁଣ ବୃଦ୍ଧି ପାଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଆଜି ରାଜଧାନୀର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକୁ ଖାଲି ଅବା କୋଭିଡ୍ ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶନାମା ଜାରି କରିଛି। … Read More

କେନ୍ଦ୍ରକୁ ୨୫ ଲକ୍ଷ କୋଭିଡ୍ ଟିକା ମାଗିଲା ରାଜ୍ୟ

ଭୁବନେଶ୍ୱର: କେନ୍ଦ୍ରକୁ ୨୫ ଲକ୍ଷ କୋଭିଡ୍ ଟିକା ମାଗିଲା ରାଜ୍ୟ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ପରେ ପୁଣି ଥରେ କେନ୍ଦ୍ରକୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆଗାମୀ ୧୦ ଦିନର ଟିକାକରଣ ପାଇଁ ଟିକା … Read More

ଚିଲିକା ନିକଟ ୬୫୦ ଏକର ଜମିରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ଫିଲ୍ମସିଟି

ବାଲେଶ୍ୱର: ଓଡ଼ିଶାରେ ନିର୍ମାଣ ହେବ ବିଶ୍ୱ ସ୍ତରୀୟ ଫିଲ୍ମିସିଟି । ଖୋର୍ଦ୍ଧା ଜିଲ୍ଲା ଚିଲିକା ନିକଟ ୬୫୦ ଏକର ଜମିରେ ନିର୍ମାଣ ହେବାକୁ ଯାଉଛି ଏହି ଫିଲ୍ମିସିଟି । ଏଥିରେ ପ୍ରାୟ ୨୦ ହଜାର କୋଟି ଟଙ୍କା ବିନିଯୋଗ ହେବ । ବଲିଉଡ଼ରେ … Read More