ବାଚସ୍ପତିଙ୍କୁ ଚପଲ ଫିଙ୍ଗା ପ୍ରସଙ୍ଗକୁ ନେଇ ଗୃହରେ ଉଦବେଗ
ଭୁବନେଶ୍ୱର: ବିଧାନସଭାରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗା ପ୍ରସଙ୍ଗକୁ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି । ଶାସକ ଦଳ ସଦସ୍ୟ ଭୁପିନ୍ଦର ସିଂ କହିଛନ୍ତି ଘଟଣା ଅତ୍ୟନ୍ତ ଦୁଃଖଦାୟକ । … Read More










