ଧାର୍ଯ୍ୟ ଲକ୍ଷ୍ୟ ଠାରୁ ଅଧିକ ପରିମାଣର ରାଜସ୍ବ ଆଦାୟ କରିଛି ବିଏମସି
ଭୁବନେଶ୍ୱର:– ରାଜସ୍ବ ଆଦାୟ କ୍ଷେତ୍ରରେ ବିଏମସିର ବଡ଼ ସଫଳତା । ଚଳିତ ଆର୍ଥିକ ବର୍ଷରେ ଧାର୍ଯ୍ୟ ଲକ୍ଷ୍ୟ ଠାରୁ ଅଧିକ ପରିମାଣର ରାଜସ୍ବ ଆଦାୟ କରିଛି ବିଏମସି । କେବଳ ହୋଲ୍ଡିଂ ଟ୍ୟାକ୍ସରୁ ଆଦାୟ ହୋଇଛି ୫୦କୋଟିରୁ ଅଧିକ ରେକର୍ଡ ପରିମାଣର ଅର୍ଥ … Read More










