ଶିଶିର କୁମାର ରଥ ହେଲେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ
ଭୁବନେଶ୍ୱର:-ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୮୭ ବ୍ୟାଚ୍ ଆଇଏଫଏସ ଶ୍ରୀ ରଥ ରାଜ୍ୟର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ କାର୍ଯ୍ୟ କରିବେ। ଏହାସହିତ ସେ ଫରେଷ୍ଟ ଫୋର୍ସର ମୁଖ୍ୟ ଦାୟିତ୍ୱରେ ମଧ୍ୟ ରହିବେ। ଓଡ଼ିଶା … Read More










