ଗୁରୁବାର ମଧ୍ୟ ରାତି ଯାଏ ଗଡ଼ିବ ମୋ ବସ୍

ଭୁବନେଶ୍ୱର: ଆସନ୍ତାକାଲି ଗୁରୁବାର ଜାଗର । ପବିତ୍ର ଜାଗରକୁ ଦୃଷ୍ଟିରେ ରଖି କ୍ରୁଟ୍ କର୍ତ୍ତୃପକ୍ଷ ମୋ ବସ୍ ସେବାକୁ ସମ୍ପ୍ରସାରିତ କରିଛନ୍ତି । ୩୨ ନମ୍ବର ରୁଟ୍ (ବରମୁଣ୍ଡା ବସ୍ ଷ୍ଟାଣ୍ଡରୁ ଲିଙ୍ଗରାଜ ମନ୍ଦିର) ବସ୍ ଚଳାଚଳ ସମୟ ବଢ଼ାଇ ଦିଆଯାଇଛି । … Read More

ଭୋର୍ ସାଢ଼େ ୩ଟାରୁ ଦିନ ୧୧ଟା ଯାଏ ସାହାଣମେଲା ଦର୍ଶନ

ଭୁବନେଶ୍ୱର: ଜାଗର ଲାଗି ଲିଙ୍ଗରାଜଙ୍କ ନୀତିକାନ୍ତି ନିର୍ଘଣ୍ଟ ହୋଇଛି । ଗୁରୁବାର ପ୍ରାତଃ ୩ଟାରୁ ୩ଟା ୩୦: ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପାଦନ ହେବ । ଭୋର ୩ଟା ୩୦ରୁ ଦିବା ୧୧ଟା ଯାଏ ସାହାଣମେଲା ଦର୍ଶନ କରିବେ ଭକ୍ତ … Read More

ବନ ବିଭାଗ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର:-ଶିମିଳିପାଳ ସମେତ ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିବାକୁ ନେଇ ରାଜ୍ୟର ସମସ୍ତ ବନ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଶୁଖିଲା ପାଗ ଯୋଗୁଁ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବା ଭଳି ଘଟଣା ବଢ଼ିବାରେ ଲାଗିଛି । ଏଣୁ … Read More

SCBରେ ଚିକିତ୍ସା ଅଭାବରୁ ୭ ବର୍ଷ ଝିଅର ମୃତ୍ୟୁ

କାଲକାନାଗିରି: ଚିକିତ୍ସା ଅବହେଳା ରୁ ୭ ବର୍ଷର ଝିଅର ମୃତ୍ୟୁ ହୋଇଥିବା ଅଭିଯୋଗ। ମୃତ ଦେହ ରଖି ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ଆଗରେ ଧାରଣା ଦେଲେ ପରିବାର ଲୋକେ। ମାଲକାନଗିରି ଜିଲ୍ଲା ୧୧୯ କଲୋନୀର ସହଦେଵ ନାଗ ଙ୍କ ୭ ବର୍ଷର ଝିଅ … Read More

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ ବା ଏନଏସଜି। ଆସନ୍ତା ୧୮ ତାରିଖରେ ପୁରୀ ଆସିବେ ଏନଏସଜିର ବରିଷ୍ଠ ଅଧିକାରୀ। ରାଜ୍ୟ ପୋଲିସ ଅଧିକାରୀଙ୍କ ସହ ୫ ଜଣିଆ NSG ଟିମ୍ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା … Read More

ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନବୀନଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। କଳାହାଣ୍ଡି ସୁନ୍ଦରଗଡ଼ ପରେ ଆଜି ନୂଆପଡ଼ାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମେ ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ସେଠାରୁ ନୂଆପଡ଼ା ତିଖାଲିରେ ପହଞ୍ଚି ବହୁ ପ୍ରତିକ୍ଷିତ ଲୋୟର ଇନ୍ଦ୍ର ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ତିଖାଲି … Read More

ଦୋକାନ ଖୋଲୁଥିବା ବେଳେ ବ୍ୟବସାୟୀଙ୍କଠୁ ଝାମ୍ପିନେଲେ ୧୫ଲକ୍ଷ ଟଙ୍କାର ସୁନା ଗହଣା

କଳାହାଣ୍ଡି :-ସୁନା ଦୋକାନୀଙ୍କଠାରୁ ୧୫ ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍ ଅଭିଯୋଗ । ଜୁନାଗଡ଼ ଥାନା କଲମପୁର ଛକ କାଞ୍ଚନ ଜୁଏଲାରୀ ସାମ୍ନାରୁ ଲୁଟ୍ ହୋଇଛି । ଲୁଟର ଭିଜୁଆଲ ସିସିଟିଭିରେ କଏଦ ହୋଇଛି । ସୂଚନାଯୋଗ୍ୟ ଯେ, ବୁଧବାର … Read More

ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି,

ରାଉରକେଲା:-ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୧ ତାରିଖରେ ରାଉରକେଲା ସ୍ଥିତ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଆସିବା ନେଇ ରାଷ୍ଟ୍ରପତି ଭବନରୁ ସବୁଜ ସଙ୍କେତ ମିଳିସାରିଛି । … Read More

ସୁନା ଦୋକାନୀଙ୍କୁ ଗୁଳି କରି ଫେରାର ଥିଲେ, ବନ୍ଧା ହେଲେ

ସୁନ୍ଦରଗଡ଼:-ଗତ ୧ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁରେ  ଜଣେ ସୁନା ବ୍ୟବସାୟୀ ରୋହିତ ବର୍ମାଙ୍କୁ ଗୁଳିକରି ହତ୍ୟା  କରିଥିଲେ ଦୁର୍ବୃତ୍ତ।  ସୁନା ବ୍ୟବସାୟୀଙ୍କ ନିକଟରୁ ଲୁଟ୍‌ ଓ ହତ୍ୟା ଘଟଣାରେ ପୁଲିସ୍‌ ୫ ଜଣଙ୍କୁ ଗିରଫ କରିଛି । ଏହି ଘଟଣା … Read More

୨୦୨ କୋଟି ଟଙ୍କା ବଜେଟ ପ୍ରସ୍ତୁତ କଲା ଶ୍ରୀମନ୍ଦିର ଅର୍ଥ ସବ କମିଟି

ପୁରୀ:- ୨୦୨ କୋଟି ଟଙ୍କା ବଜେଟ ପ୍ରସ୍ତୁତ କଲା ଶ୍ରୀମନ୍ଦିର ଅର୍ଥ ସବ କମିଟି । ଆଗାମୀ ପରିଚାଳନା କମିଟିରେ ହେବ ବଜେଟ୍ ଅନୁମୋଦିତ। ରଥ ପାଇଁ ୧୧ କୋଟି ବ୍ୟୟ ବରାଦ ହୋଇଥିବା ବେଳେ ସେବାୟତଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ … Read More