ପ୍ରଥମେ ଦୁଇ ଭାଇଙ୍କୁ ଛୁରୀରେ ଆକ୍ରମଣ କରିଥିଲା ଟୁକୁନା : ଡିସିପି
ଭୁବନେଶ୍ୱର: ଭୁବନେଶ୍ୱର ସିଆରପି ଛକରେ ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ । ହତ୍ୟାକାରୀଙ୍କୁ ମାଡ ମାରିଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରିଛି ନୟାପଲ୍ଲୀ ପୋଲିସ୍ । ଘଣାସ୍ଥଳରେ ପିସିଆର ଭ୍ୟାନ ଭଙ୍ଗାରୁଜା ଓ ହତ୍ୟାକାରୀକୁ ମାଡ ମାରିଥିବା ବ୍ୟକ୍ତିଙ୍କୁ ପୋଲିସ୍ ଚିହ୍ନଟ କରିଛି … Read More










