କାଲିଠୁ ବଜେଟ୍ ଅଧିବେଶନ :ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା
ଭୁବନେଶ୍ୱର: କାଲିଠୁ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା। ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ। ସିସିଟିଭି ସ୍କାନରରେ ରହିବ ମହାତ୍ମାଗାନ୍ଧୀ ମାର୍ଗ। ଏଥର ପୋଲିସ ପାଇଁ ସୁରକ୍ଷା … Read More










