ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା: ସୋନାଲିଙ୍କ ନାଁରେ ମାମଲା ରୁଜୁ
ଭୁବନେଶ୍ୱର:-ଯୁବ ମଡ଼େଲ୍ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ବିତି ସାରିଲାଣି। ପୁଅକୁ ହରାଇ ପରିବାର ଲୋକ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିବା ବେଳେ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ସେମାନଙ୍କୁ ସାମାନ୍ୟ ଆଶ୍ୱସ୍ତ ଦେଇଛି। … Read More










