ଭାଣିଜୀ ସହିତ ମାମୁ ରଖିଛି ଶାରୀରିକ ସମ୍ପର୍କ!

ଭୁବନେଶ୍ୱର:-ଭାଣିଜୀ ସହିତ ମାମୁ ରଖିଛି ଶାରୀରିକ ସମ୍ପର୍କ! ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୧୨ ବର୍ଷ ଧରି ମାମୁ ନିଜର ଯୌନ ଲାଳସା ପୂରଣ କରିବା ପାଇଁ ଏମିତି ଅନୈକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କୁ … Read More

ଶନିବାର ଓ ରବିବାର ସଟ୍‌ଡାଉନ୍‌,

ଭୁବନେଶ୍ଵର:- ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ବଢୁଥିବା ସଂକ୍ରମଣର ମୁକାବିଲା ପାଇଁ ରାଜ୍ୟ ସରକାର ନାଇଟ୍‌ କର୍ଫ୍ୟୁ ସହ ଅନେକ କଟକଣା ଲଗାଇଛନ୍ତି। ତଥାପି ସ୍ଥିତିରେ କୌଣସି ସୁଧାର ନଆସିବାରୁ ରାଜ୍ୟର ସମସ୍ତ ସହରରେ ସପ୍ତାହାନ୍ତ ସଟ୍‌ଡାଉନ୍ ଘୋଷଣା … Read More

ମେ ପହିଲାରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକା,

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ମେ ପହିଲାରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଦିଆଯିବା କରୋନା ଟିକା । ତୃତୀୟ ପର୍ଯ୍ୟାୟ ଟିକାକରଣରେ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକା ଦିଆଯିବା ନେଇ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର … Read More

ମଙ୍ଗଳବାର ଲକ୍ଷ୍ମୀପ୍ରସାଦ ସରପଞ୍ଚଙ୍କ ଭାଗ୍ୟ ନିର୍ଦ୍ଧାରଣ,

ନୟାଗଡ଼: ସଦରବ୍ଲକ ଲକ୍ଷ୍ମୀପ୍ରସାଦ ସରପଞ୍ଚ ଇଂ ସୈାମ୍ୟ ରଞ୍ଜନ ପ୍ରଧାନଙ୍କ ବିରୁଦ୍ଧରେ ପଞ୍ଚାୟତ ୱାର୍ଡ଼ ସଭ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି । ପଞ୍ଚାୟତର ଏକ ତୃତୀୟାଂଶ ୱାର୍ଡ଼ ସଭ୍ୟ ତାଙ୍କର କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଏନେଇ … Read More

ଲାଗିଲା କଟକଣା, ବାହାଘରରେ କେଉଁ ୫୦ ଜଣ ରହିବେ ତାଲିକା ଦେବା ଜରୁରୀ

ଭୁବନେଶ୍ୱର:-କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାରୁ  ରାଜ୍ୟ ସରକାରଙ୍କ  ପକ୍ଷରୁ ବିବାହ ଶୋଭାଯାତ୍ରା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି । ଏହାସହିତ ବିବାହ ଉତ୍ସବରେ ସର୍ବାଧିକ ୫୦ଜଣ ଓ ଅନ୍ତେଷ୍ଟିରେ ସର୍ବାଧିକ ୨୦ଜଣଙ୍କୁ ଅନୁମତି ମିଳିବ।  ବାହାଘରରେ … Read More

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଟ୍ରିିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: – ବୁଧବାର ସିବିଏସଇ ଦଶମ ପରୀକ୍ଷାକୁ କେନ୍ଦ୍ର ସରକାର ବାତିଲ କରିବା ପରେ ଗୁରୁବାର ଓଡିଶା ସରକାର ଓଡିଶାରେ ମାଟ୍ରିକ ପରୀକ୍ଷା ନେଇ ନିଷ୍ପତି ନେଇଛନ୍ତି । ମେ ୩ ତାରିଖରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି … Read More

ସ୍ୱେରେଜ ଭିତରେ ଅଘଟଣ, ଚାଲିଗଲା ଦୁଇ ଶ୍ରମିକଙ୍କ ଜୀବନ

କଟକ;-ସ୍ୱେରେଜ କାମ ଚାଲିଥିବା ବେଳେ ଅଣ ନିଃଶ୍ୱାସୀ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ଏପରି ଦୁର୍ଘଟଣା କଟକ CDA ସେକ୍ଟର ୧୦ରେ ଅଞ୍ଚଳରେ ଘଟିଛି। ଠିକା ସଂସ୍ଥାର ଖାମ୍‌ଖିଆଲ ନୀତି ଯୋଗୁ … Read More

ରାଜ୍ୟର ସବୁ ସହରାଞ୍ଚଳରେ ଶନିବାର ଠାରୁ ରାତ୍ରୀକାଳୀନ କର୍ଫ୍ୟୁ,

ଭୁବନେଶ୍ୱର: –ରାଜ୍ୟରେ ବଢ଼ୁଥିବା କୋଭିଡ୍ ସଂକ୍ରମଣ ମାମଲାକୁ ନେଇ ସରକାର କଡ଼ା ପଦକ୍ଷେପ ନେଇଛନ୍ତି । ପୂର୍ବରୁ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲାରେ ସରକାର ରାତ୍ରୀକାଳୀନ କର୍ଫ୍ୟୁ ଲଗାଇଥିଲେ । ଏଥିରେ ପରିବର୍ତ୍ତନ କରାଯାଇଛି । ଶନିବାର ଠାରୁ ପଶ୍ଚିମ ଓଡ଼ିଶାର … Read More

୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର: ବଢ଼ଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗର ନୂଆ ନିର୍ଦ୍ଦେଶନାମା ଜାରି କରିଛି । ନୂଆ ନିର୍ଦ୍ଦେଶନାମା ଆସନ୍ତା ୧୯ ତାରିଖରୁ ଅନ୍ୟାଦେଶ ଯାଏ କାର୍ଯ୍ୟ କରିବ । ସାଧାରଣ ପ୍ରଶାସନ … Read More

ଟ୍ୱିନ୍ ସିଟିରେ ଶନିବାର ଠାରୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଚେକ୍ ଦେବା ପାଇଁ ଶନିବାର ଠାରୁ ରାଜ୍ୟରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ଭୁବନେଶ୍ୱର, କଟକ ସମେତ ରାଜ୍ୟ ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ରାତି ୯ଟାରୁ … Read More