୨୬ରୁ ଖୋଲିବ ସ୍କୁଲ, ଆଶଙ୍କାରେ ଛାତ୍ରଛାତ୍ରୀ ଓ ଅଭିଭାବକ
ଭୁବନେଶ୍ୱର:-ଆସନ୍ତା ୨୬ ତାରିଖରୁ ସ୍କୁଲ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ … Read More










