ଭୁବନେଶ୍ୱରରୁ ୭୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର;-ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଞ୍ଚଳରୁ ୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଲୋକାଲ କେସ୍ ଥିବା ବେଳେ ୧୫ କ୍ୱାରେଣ୍ଟାଇନରେ ଅଛନ୍ତି। ଏବେ ଭୁବନେଶ୍ୱରରେ ମୋଟ୍ ଆକ୍ଟିଭ କେସ ସଂଖ୍ୟା ୪୦୨କୁ ବୃଦ୍ଧି ପାଇଛି। ଏନେଇ … Read More