ଜିଲ୍ଲା ପରିଷଦ ସଭାପତିଙ୍କ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ
ଭୁବନେଶ୍ୱର:- ଆସିଲା ଜିଲ୍ଲା ପରିଷଦ ସଭାପତିଙ୍କ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । କେବଳ ମହିଳାଙ୍କ ପାଇଁ ୮ଟି ଜିଲ୍ଲା ସଂରକ୍ଷିତ ଥିବା ବେଳେ ୫୦ ପ୍ରତିଶତ ଅର୍ଥାତ ୧୫ଟି ଜିଲ୍ଲାରେ ମହିଳାମାନେ ସଭାପତି ପଦରେ ବସିବେ । ୧୦ଟି ଜିଲ୍ଲାରେ ଅଣସଂରକ୍ଷିତ ରହିଛି … Read More