ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନବୀନଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। କଳାହାଣ୍ଡି ସୁନ୍ଦରଗଡ଼ ପରେ ଆଜି ନୂଆପଡ଼ାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମେ ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ସେଠାରୁ ନୂଆପଡ଼ା ତିଖାଲିରେ ପହଞ୍ଚି ବହୁ ପ୍ରତିକ୍ଷିତ ଲୋୟର ଇନ୍ଦ୍ର ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ତିଖାଲି … Read More

ଦୋକାନ ଖୋଲୁଥିବା ବେଳେ ବ୍ୟବସାୟୀଙ୍କଠୁ ଝାମ୍ପିନେଲେ ୧୫ଲକ୍ଷ ଟଙ୍କାର ସୁନା ଗହଣା

କଳାହାଣ୍ଡି :-ସୁନା ଦୋକାନୀଙ୍କଠାରୁ ୧୫ ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍ ଅଭିଯୋଗ । ଜୁନାଗଡ଼ ଥାନା କଲମପୁର ଛକ କାଞ୍ଚନ ଜୁଏଲାରୀ ସାମ୍ନାରୁ ଲୁଟ୍ ହୋଇଛି । ଲୁଟର ଭିଜୁଆଲ ସିସିଟିଭିରେ କଏଦ ହୋଇଛି । ସୂଚନାଯୋଗ୍ୟ ଯେ, ବୁଧବାର … Read More

ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି,

ରାଉରକେଲା:-ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୧ ତାରିଖରେ ରାଉରକେଲା ସ୍ଥିତ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଆସିବା ନେଇ ରାଷ୍ଟ୍ରପତି ଭବନରୁ ସବୁଜ ସଙ୍କେତ ମିଳିସାରିଛି । … Read More

ସୁନା ଦୋକାନୀଙ୍କୁ ଗୁଳି କରି ଫେରାର ଥିଲେ, ବନ୍ଧା ହେଲେ

ସୁନ୍ଦରଗଡ଼:-ଗତ ୧ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁରେ  ଜଣେ ସୁନା ବ୍ୟବସାୟୀ ରୋହିତ ବର୍ମାଙ୍କୁ ଗୁଳିକରି ହତ୍ୟା  କରିଥିଲେ ଦୁର୍ବୃତ୍ତ।  ସୁନା ବ୍ୟବସାୟୀଙ୍କ ନିକଟରୁ ଲୁଟ୍‌ ଓ ହତ୍ୟା ଘଟଣାରେ ପୁଲିସ୍‌ ୫ ଜଣଙ୍କୁ ଗିରଫ କରିଛି । ଏହି ଘଟଣା … Read More

୨୦୨ କୋଟି ଟଙ୍କା ବଜେଟ ପ୍ରସ୍ତୁତ କଲା ଶ୍ରୀମନ୍ଦିର ଅର୍ଥ ସବ କମିଟି

ପୁରୀ:- ୨୦୨ କୋଟି ଟଙ୍କା ବଜେଟ ପ୍ରସ୍ତୁତ କଲା ଶ୍ରୀମନ୍ଦିର ଅର୍ଥ ସବ କମିଟି । ଆଗାମୀ ପରିଚାଳନା କମିଟିରେ ହେବ ବଜେଟ୍ ଅନୁମୋଦିତ। ରଥ ପାଇଁ ୧୧ କୋଟି ବ୍ୟୟ ବରାଦ ହୋଇଥିବା ବେଳେ ସେବାୟତଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ … Read More

ସିପି ଭାବେ ଦାୟିତ୍ୱ ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ,

ଭୁବନେଶ୍ୱର: ୧୯୯୫ ବ୍ୟାଚର ଆଇପିଏସ୍ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ୱର-କଟକ କମିଶନରଟ ପୋଲିସର କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୌମେନ୍ଦ୍ର । ଦାୟିତ୍ୱ ଗ୍ରହଣ ଅବସରରେ କଟକ, … Read More

ମୟୂରଭଞ୍ଜ ଜିଲ୍ଲାର ଜଙ୍ଗଲରେ ନିଆଁ ଲଗାଇ ୨ ଗିରଫ

କରଞ୍ଜିଆ: ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି ବନ ବିଭାଗ ।ମିଳିପାଳ ସହ ନିକଟବର୍ତ୍ତୀ ବିଭିନ୍ନ ଆଖପାଖ ଜଙ୍ଗଲ ପ୍ରାୟ ୧୦ ଦିନ ହେଲା ଜଳୁଛି । ଆପ୍ରାଣ ଉଦ୍ୟମ କରି ଦିନରାତି କରି ବନ ବିଭାଗ … Read More

୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି

ଭୁବନେଶ୍ୱର:-ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ । ଏଥର ବିଧାନସଭା ବଜେଟ ଅଧିବେଶନ  ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ ଟେଷ୍ଟ ହେବ। ଏହି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବିଧାୟକଙ୍କ ଆଣ୍ଟିଜେନ … Read More

ପାରାଦୀପରେ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ ନେଇ ବୁଝାମଣା ପତ୍ର ସ୍ୱାକ୍ଷର

ଭୁବନେଶ୍ୱର: ପାରାଦୀପରେ ନିର୍ମାଣ ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ । ଏନେଇ ଆଜି ଇଣ୍ଡିଆନ ଅଏଲ୍ ଓ ଇଡକୋ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି । ଆୟୋଜିତ ଭର୍ଚ୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ … Read More

କାଲି ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ

ନୂଆପଡ଼ା/ବଲାଙ୍ଗିର: ଆସନ୍ତାକାଲି ଲୋକାର୍ପଣ ହେବ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିବା ସହ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ଭେଟି ଦେବେ । ନୂଆପଡ଼ା … Read More