ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ,
ମୋହନା :-ରାସ୍ତା କଡ଼ରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର। ଗଜପତି ଜିଲ୍ଲା ଆର୍. ଉଦୟଗିରି ଥାନା ଶିଅlଳୀଲଟି ପଞ୍ଚାୟତ କଇଠଢେପ ଗାଁ ନିକଟରେ ଏଭଳି ଘଟଣା ଘଟିଛି । ଯୁବକଙ୍କୁ କେହି ହତ୍ୟା କରିବା ପରେ ଫିଙ୍ଗି ଦେଇଥିବା ପରିବାର ଲୋକେ … Read More










