ପୁଣି ଜଣେ ଓଡ଼ିଆ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ
ଭୁବନେଶ୍ୱର:-କରୋନାରେ ପୁଣି ଜଣେ ଓଡ଼ିଆ ସାମ୍ବାଦିକଙ୍କ ମୃତ୍ୟୁ ହୋଇଯାଇଛି। ରାଜ୍ୟ ଓ ରାଜ୍ୟ ବାହାରର ବହୁ ପ୍ରତିଷ୍ଠିତ ଗଣମାଧ୍ୟମ ସଂସ୍ଥାରେ ନିଷ୍ଠା ଓ ଦକ୍ଷତାର ସହିତ କାର୍ଯ୍ୟ କରିଥିବା ପ୍ରବୁଦ୍ଧ ଜଗଦ୍ଦେବଙ୍କର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାବସାନ ଘଟିଛି। ମୃତ୍ୟୁ … Read More