ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲକ୍ଷେ ଲୋକଙ୍କୁ ମିଳିବ ସମ୍ପତ୍ତି କାର୍ଡ
ନୂଆଦିଲ୍ଲୀ,:-ଦେଶରେ ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ମହତ୍ତ୍ୱାକାଂକ୍ଷୀ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଆରମ୍ଭ ହେବା ପରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ … Read More










