ଅମିତାଭ ଏବଂ ଅଭିଷେକ ବଚ୍ଚନଙ୍କୁ କରୋନା
ମୁମ୍ବାଇ: ବଲିଉଡ୍ ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ କରାଯାଇଛି। ଶନିବାର ଅମିତାଭଙ୍କ ସ୍ୱାବ୍ ପଜିଟିଭ୍ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏନେଇ ନିଜେ ଅମିତାଭ ଟ୍ୱିଟ୍ … Read More










