ମୋଦୀ ସରକାରଙ୍କୁ ଝଟକା, କୃଷି ବିଧେୟକ ବିରୋଧରେ କ୍ୟାବିନେଟ୍ରୁ ଇସ୍ତଫା ଦେଲେ କେନ୍ଦ୍ର ମନ୍ତ୍ରୀ ହରସିମରତ କୌର ବାଦଲ
ନୂଆଦିଲ୍ଲୀ:- କୃଷି ସମ୍ବନ୍ଧରେ ଅଧ୍ୟାଦେଶ ଆଣିବାକୁ ପ୍ରସ୍ତୁତ ହେଉଥିବା ମୋଦୀ ସରକାରଙ୍କୁ ଲାଗିଛି ଝଟକା। ବିଜେପିର ସହଯୋଗୀ ଶିରୋମଣି ଅକାଳି ଦଳ ଅଧ୍ୟାଦେଶକୁ ବିରୋଧ କରିବା ସହ କେନ୍ଦ୍ର ମନ୍ତ୍ରୀ ହରସିମରତ କୌର ବାଦଲ କ୍ୟାବିନେଟ୍ରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ଯେବେ … Read More










