୨୪ଘଣ୍ଟାରେ ସର୍ବାଧିକ ୬୪,୩୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ : ୮୬୧ଆକ୍ରାନ୍ତ ମୃତ
ନୂଆଦିଲ୍ଲୀ:-ଅଗଷ୍ଟ ୯ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୧,୫୩,୦୧୦ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆଜି ସବୁ ଦିନର ରେକର୍ଡ ଭାଙ୍ଗିଛି … Read More










