ଦେଶବାସୀଙ୍କୁ ନବରାତ୍ରର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ:- ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମା’ ଶୈଳପୁତ୍ରୀଙ୍କ ପୂଜାରୁ ପ୍ରାରମ୍ଭ ହୋଇଥିବା ଏ ଉତ୍ସବ ଆସନ୍ତା ନଅ ଦିନ ପର୍ଯ୍ୟନ୍ତ ଚାଲିବ। ଅକ୍ଟୋବର ୨୬ରେ ଦଶହରା ସହ … Read More