ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଅବସ୍ଥା ସଙ୍କଟାପନ୍ନ
ନୂଆଦିଲ୍ଲୀ :–ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସି ସୁଧାର ହୋଇନାହିଁ | ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି | ଡାକ୍ତର କହିଛନ୍ତି ସେ ଗଭୀର କୋମାରେ ଅଛନ୍ତି | ସେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି | ଆର୍ମି ରିସର୍ଚ୍ଚ … Read More