ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ

ଭୁବନେଶ୍ବର:-ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ୨୧ ତାରିଖ ଯାଏ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିବ । ୨୨ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୫ ତାରିଖ ପ୍ରତ୍ୟାହାର ପରେ ପ୍ରକାଶ ପାଇବ ଚୂଡ଼ାନ୍ତ … Read More

ଫେବୃଆରୀ ୧୬ରୁ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର:-ଆସନ୍ତା ଫେବୃଆରୀ ୧୬ରୁ ସମଗ୍ର ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ । ଏଥିପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନର ବିଧିବଦ୍ଧ କାର୍ଯ୍ୟସୂଚୀ ଘୋଷଣା କରିବା ସହ ନିର୍ବାଚନ ଆଦର୍ଶ ଆଚରଣ ବିଧି ଆଜିଠୁ ରାଜ୍ୟବ୍ୟାପୀ ଲାଗୁ ହେଲା ବୋଲି  … Read More

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ

ଭୁବନେଶ୍ବର:-ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ୧୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷିତ ।୭ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି … Read More

ମୌସୁମୀ ଅଧିବେଶନରେ ୩୦ ବିଲ୍‌ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି ସରକାର,

ନୂଆଦିଲ୍ଲୀ,:-ସଂସଦର ମୌସୁମୀ ଅଧିବେଶନ ଆସନ୍ତାକାଲି ଆରମ୍ଭ ହେଉଛି । ଏହା ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପରେ ଆରମ୍ଭ ହେବାକୁ ଯାଉଛି ଅଧିବେଶନ। ତଣୁ ଏହା ଫୋକସ୍‌ରେ ରହିଛି । … Read More

ମୋଦି ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର:-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସାମିଲ୍‌ ହେଲେ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ। ଆଜି କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶ୍ରୀ ବୈଷ୍ଣବ ଓଡ଼ିଶା କ୍ୟାଡ଼ରର ଆଇଏଏସ୍‌ ଅଫିସର ଥିଲେ। ପରେ ଚାକିରି ଛାଡ଼ି ରାଜନୀତିରେ ଯୋଗଦେଇଥିଲେ। ୧୯୯୪ ବ୍ୟାଚ୍ … Read More

ମୋଦି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ : ୧୦ଙ୍କୁ ପ୍ରମୋଶନ, ୩୩ ନୂଆ ମୁହଁ

ନୂଆଦିଲ୍ଲୀ: ସନ୍ଧ୍ୟା ୬ଟାରେ ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ସମ୍ପ୍ରସାରଣ ହେବାକୁ ଯାଉଛି । ଏହାକୁ ନେଇ ଆଜି ଦିନ ତମାମ ଅନୁମାନର ବଜାର ଗରମ ଥିଲା ଯେ, କିଏ ରହିବେ କିଏ ଯିବେ । ପୁଣି ନୂଆ ମୁହଁ ସବୁ … Read More

ମାଛ ଗାଡିରେ ଚଳାଇଥିଲେ ଧଳାଜହର କାରବାର, ୬୦ଲକ୍ଷ ଟଙ୍କାର ଧଳାଜହର ଜବତ : ଦୁଇ ଗିରଫ

ଭୁବନେଶ୍ୱର :-କରୋନାକୁ ନେଇ ସରକାର ୧୪ ଦିିନିଆ ଲକଡାଉନ ଓ ସଟଡାଉନ ଘୋଷଣା କରିଛନ୍ତି । ଚାରିଆଡେ ପୁଲିସର ପଇଁତରା, ବ୍ଲକିଂ ଓ ଚେକିଂକୁ ଜୋରଦାର କରାଯାଇଛି । ଏହାର ସୁଯୋଗ ନେଇ ନିଶା ବେପାରୀମାନେ ମାଛ ଗାଡିରେ ଚଳାଇଥିଲେ ଧଳାଜହର … Read More

ସର୍ବଦଳୀୟ ବୈଠକ: ସଚେତନ କରାଇବାକୁ ବିଧାୟକଙ୍କୁ ମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର: ସର୍ବଦଳୀୟ ବୈଠକରେ ଶପଥ କରାଇଲେ ମୁଖ୍ୟମନ୍ତ୍ରୀ । ବିଧାୟକ ମାନଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ନିର୍ବାଚନମଣ୍ଡଳୀର ଲୋକଙ୍କୁ ସଚେତନ କରାଇବାକୁ ମନ୍ତ୍ର ଦେଇଛନ୍ତି ନବୀନ । ନିର୍ବାଚନ ମଣ୍ଡଳୀର ଲୋକମାନଙ୍କୁ କୋଭିଡ ନିୟମ, … Read More

ଶ୍ବଶୁର ଘରୁ ଅଳଙ୍କାର ଓ ଟଙ୍କା ନେଇ ପ୍ରେମିକ ସହ ଚମ୍ପଟ୍ ମାରିଲା ନବବଧୂ

ଭୁବନେଶ୍ୱର:- ବାସର ରାତିରେ ନବବଧୂ  ଶ୍ବଶୁର ଘରୁ ଅଳଙ୍କାର ଓ ଟଙ୍କା ନେଇ ପ୍ରେମିକ ସହ ଚମ୍ପଟ ମାରିଲା ନବବଧୂ । ରିଲରେ ନୁହେଁ ରିୟଲରେ ଏଭଳି ଘଟଣା ରାଜଧାନୀର ଖଣ୍ଡଗିରି ଅଞ୍ଚଳରେ ଘଟିଛି । ଖଣ୍ଡଗିରି ଥାନାରେ ଅଭିଯୋଗ ଅନୁସାରେ … Read More

ହିଂସା ଉସୁକାଇବା ଅଭିଯୋଗ, ବିଜେପିର ମିଥୁନ ଚକ୍ରବର୍ତ୍ତୀ ଓ ଦିଲୀପ ଘୋଷଙ୍କ ବିରୋଧରେ FIR ରୁଜୁ

କୋଲକାତା:-କୋଲକାତା ପୋଲିସ ତୃଣମୂଳ କର୍ମକର୍ତ୍ତାଙ୍କ ଅଭିଯୋଗ କ୍ରମେ ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀ ଓ ପଶ୍ଚିମବଙ୍ଗ ରାଜ୍ୟ ବିଜେପି ସଭାପତି ଦିଲୀପ ଘୋଷଙ୍କ ବିରୋଧରେ ଏଫଆଇଆର ରୁଜୁ କରିଛି। ୨ ଦିନ ପୂର୍ବେ ଟିଏମସି କାର୍ଯ୍ୟକର୍ତ୍ତା ମୃତ୍ୟୁଞ୍ଜୟ ପାଲ୍ ଅଭିଯୋଗ କରିଥିଲେ … Read More