ବିଧାନସଭାର ବିଭିନ୍ନ କମିଟି ବୈଠକ ବାତିଲ
ଭୁବନେଶ୍ୱର:-ବିଧାନସଭାର ବିଭିନ୍ନ କମିଟିର ବୈଠକ ବାତିଲ କରାଯିବା ନେଇ ନିଷ୍ପତ୍ତି ହୋଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଗତମାସରେ ବିଧାନସଭାର ବିଭିନ୍ନ କମିଟି ମିଟିଂ ପାଇଁ ଅନୁମତି ଦେଇଥିଲୁ। କରୋନା ସ୍ଥିତି … Read More










