ଇସ୍ତଫା ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ
ଭୁବନେଶ୍ବର :-ଇସ୍ତଫା ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ମଙ୍ଗଳବାର ସେ ଦଳରୁ ଇସ୍ତଫା ଦେଇଥିଲେ । ଜିଲ୍ଲା ସଭାପତି ଚୟନରେ ତାଙ୍କୁ ନ ପଚାରି ନିଷ୍ପତ୍ତି ନିଆଯାଇଥିବାରୁ ସେ ଇସ୍ତଫା ଦେଇଥିଲେ । ତେବେ ଜଗନ୍ନାଥ ପ୍ରଧାନଙ୍କ … Read More










