ସ୍ୱାମୀଙ୍କ ଅଭିଯୋଗକୁ ଖଣ୍ଡନ କଲେ ସ୍ତ୍ରୀ : କହିଲେ- ଡ୍ରାଇଭର ସହ ମୋର ସମ୍ପର୍କ ନାହିଁ

ଭୁବନେଶ୍ୱର:-ସ୍ୱାମୀକୁ ହତ୍ୟା ପାଇଁ ସୁପାରି ଦେଇଥିବା ସ୍ତ୍ରୀ ଓ ସୁପାରି ନେଇଥିବା ଅଭିଯୁକ୍ତକୁ ଖୋଜୁଛି ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌। କିନ୍ତୁ ସେପଟେ ଅଭିଯୁକ୍ତ ସ୍ତ୍ରୀ ସିଲ୍‌ସିଲା ବେହେରା ସବୁ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଡ୍ରାଇଭର ସହିତ ମୋର ସଂପର୍କ … Read More

ବନ୍ଧୁକ ବଦଳରେ ଧରିଲେ ପରସ୍ପରର ହାତ ,ଦୁଇ କ୍ୟାଡର ନକ୍ସଲଙ୍କ ବିବାହ ସମ୍ପନ୍ନ

କଳାହାଣ୍ଡି :-ଆତ୍ମସମର୍ପଣ ପରେ ଦୁଇ ନକ୍ସଲଙ୍କର ପଡ଼ିଲା ହାତଗଣ୍ଠି । ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ମାଓବାଦୀ । କଳାହାଣ୍ଡି ଜିଲ୍ଲା ରିଜର୍ଭ ପୋଲିସ ପଡ଼ିଆରେ ସରିଛି ନିଆରା ବିବାହ । ଆତ୍ମସମର୍ପଣ କରିଥିବା ୨ ମାଓବାଦୀ ରାମଦାସ ଓ … Read More

୧୯୬ ପୋଲିସ ପଦବିକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର:– ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବିକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ । ୨୮ଟି ସବଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବି ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ … Read More

ହାରିଗଲା ମା’ର ମମତା, କୁରାଢ଼ିରେ ହାଣିଲା ପୁଅ

ବାରିପଦା:-ମଦ ନିଶା ଆଗରେ ହାରିଗଲା ମା’ର ମମତା। ଯିଏ ଜନ୍ମ ଦେଇ ପାଳିପୋଷି ବଡ଼ କରିଥିଲା, ଶେଷରେ ମଦ ନିଶାରେ ଚୁର ହୋଇ ତାକୁ ହିଁ କୁରାଢ଼ିରେ ହାଣି ଦେଲା ପୁଅ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର … Read More

୬ଟି ଦେଶରୁ ରାଜଧାନୀକୁ ଆସୁଥିଲା କୋକେନ୍

ଭୁବନେଶ୍ୱର: ଭୁବନେଶ୍ୱରରେ କୋକେନ୍ ଜବତ ଘଟଣାରେ ସାମ୍ନାକୁ ଆସିଲା ଦାମୀ ନିଶାର ବିଦେଶୀ ଲିଙ୍କ୍ । ରବିର ମୋବାଇଲ ଖୋଲିଲା କୋକେନ୍ ମାଫିଆଙ୍କ ସିକ୍ରେଟ୍ । ବିଦେଶରୁ ଓଡ଼ିଶାକୁ ଆସୁଥିଲା କୋକେନ୍ । ୬ଟି ଦେଶର ମାଫିଆଙ୍କ ସହ ଲିଙ୍କରେ ଥିଲା … Read More

ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା: ସୋନାଲିଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର:-ଯୁବ ମଡ଼େଲ୍‌ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ବିତି ସାରିଲାଣି। ପୁଅକୁ ହରାଇ ପରିବାର ଲୋକ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିବା ବେଳେ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ସେମାନଙ୍କୁ ସାମାନ୍ୟ ଆଶ୍ୱସ୍ତ ଦେଇଛି। … Read More

ସ୍ୱାମୀଙ୍କ ନିର୍ଯାତନା ପାଇଁ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ କନେଷ୍ଟବଳଙ୍କ ସ୍ତ୍ରୀ

ଢ଼େଙ୍କାନାଳ:- ଢ଼େଙ୍କାନାଳ ଜିଲ୍ଲା ଏସପି କାର୍ଯ୍ୟାଳୟରେ ଅଭାବନୀୟ ଘଟଣା । କନେଷ୍ଟବଳ ସ୍ତ୍ରୀଙ୍କ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ। ସ୍ବାମୀ ନିର୍ଯାତନା ଓ ଦ୍ୱିତୀୟ ବିବାହ କରିଥିବାରୁ ବାରମ୍ବାର ପୋଲିସ ଆଗରେ ଗୁହାରୀ କରି ନ୍ୟାୟ ନମିଳିବାରୁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି … Read More

ମାଟି ତଳେ ବିଡ଼ା ବିଡ଼ା ଟଙ୍କା: ମାଲିକ ଚାମ୍ବରରୁ ୩୯ ଲକ୍ଷ ଚୋରି କରି ଧରାପଡ଼ିଲେ,

ସମ୍ବଲପୁର:-ହୋଟେଲରେ ଚାକିରି କରୁଥିଲେ, ଶେଷରେ ସେହି ହୋଟେଲର ମାଲିକଙ୍କ ଚାମ୍ବରରେ କଳାକନା ବୁଲାଇ ଦେଲେ। ହୋଟେଲ ମାଲିକ ଅଫିସ୍ ଚାମ୍ବରରୁ ଗଲା ପରେ ତାଙ୍କ ଆଲମିରା ଭାଙ୍ଗି ୩୯ ଲକ୍ଷ  ଟଙ୍କା ଲୁଟି ନେଇଛନ୍ତି। କିନ୍ତୁ ହଜମ କରି ପାରିଲେନି ସବୁ … Read More

୧୦ ଦିନରେ ଜେଲ ପାଇଖାନା ସୁବ୍ୟବସ୍ଥିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ:-ରାଜ୍ୟର ସମସ୍ତ ଜେଲରେ ଥିବା ପାଇଖାନା ଗୁଡିକ ୧୦ ଦିନ ମଧ୍ୟରେ ସୁବ୍ୟବସ୍ଥିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ଏହି ନିର୍ଦ୍ଦେଶର ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩୦ ତାରିଖରେ ଜିଲ୍ଲା … Read More

ବିକେ ଶର୍ମା ଅକ୍ଟୋବରରେ ନେବେ ଅବସର!

ଭୁବନେଶ୍ୱର:-ଓଡ଼ିଶା ପ୍ରିଂଣ୍ଟିଂ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ତଥା ୧୯୮୬ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ବିକେ ଶର୍ମା ଚଳିତବର୍ଷ ଅକ୍ଟୋବର ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ ରାଜ୍ୟ ସରକାର ଅନମୁତି ଦେଇଛନ୍ତି । ଶ୍ରୀ ଶର୍ମା ଅକ୍ଟୋବର ମାସରେ ୬୦ବର୍ଷ … Read More