ବାଟରେ ଜଗିଥିଲା ଟ୍ରକ୍, ଧକ୍କାରେ ନନ୍ଦିନୀଙ୍କ ମୃତ୍ୟୁ

ନିମାପଡ଼ା:-ସକାଳୁ ସ୍କୁଲକୁ ଯାଇଥିବା ଝିଅର ଫେରିବା ବାଟକୁ ଚାହିଁରହିଥିଲେ ପରିବାର ଲୋକ  । କିନ୍ତୁ ବିଧାତାର ବିଧାନ କିଛି ଅଲଗା ଥିଲା  । କିଏ ଜାଣିଥିଲା ଝିଅ ଆଉ ଫେରିବନି ବୋଲି ? ଖୁସି ମିଜାଜର ନନ୍ଦିନୀ ଯେ, ଆଜି ସ୍କୁଲରୁ … Read More

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ,

କଟକ:-ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍ । ପ୍ରଶାନ୍ତଙ୍କୁ ୭ ଦିନ ପାଇଁ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ସ୍ୱାସ୍ଥ୍ୟଗତ କାରଣରୁ ଜାମିନ ମଞ୍ଜୁର କଲେ ହାଇକୋର୍ଟ । ୭ ଦିନ ପରେ ପୁଣି ଅଦାଲତରେ ହାଜର … Read More

ବନ୍ଧୁକ ଦେଖାଇ ଲୁଟିନେଲେ ୬ ଲକ୍ଷର ସୁନା

ଭୁବନେଶ୍ୱର:-ରାତିର ଅନ୍ଧକାରରେ ରାଜଧାନୀରେ ମାତିଲେ ଲୁଟେରା। ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର । ଏପରି ଘଟଣା ଶତାବ୍ବୀ ନଗରରେ ଘଟିଥିବା ବେଳେ ଜଣେ ଜୁଏଲରୀ ମାଲିକଙ୍କ ନିକଟରୁ ପ୍ରାୟ ୬ ଲକ୍ଷରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର … Read More

ହଷ୍ଟେଲ ଛାତରୁ ପଡ଼ି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ବଲାଙ୍ଗିର:-ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଆଜି ଘଟିଛି ଏକ ଦୁଃଖଦ ଘଟଣା। ମେଡିକାଲ୍ କଲେଜ ହଷ୍ଟେଲ ଛାତରୁ ପଡ଼ି ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ଏମ୍‌ବିବିଏସ୍‌ ପ୍ରଥମ ବର୍ଷର ଛାତ୍ର ଥିଲେ। ତାଙ୍କ ନାଁ … Read More

ସ୍ୱାମୀଙ୍କ ଅଭିଯୋଗକୁ ଖଣ୍ଡନ କଲେ ସ୍ତ୍ରୀ : କହିଲେ- ଡ୍ରାଇଭର ସହ ମୋର ସମ୍ପର୍କ ନାହିଁ

ଭୁବନେଶ୍ୱର:-ସ୍ୱାମୀକୁ ହତ୍ୟା ପାଇଁ ସୁପାରି ଦେଇଥିବା ସ୍ତ୍ରୀ ଓ ସୁପାରି ନେଇଥିବା ଅଭିଯୁକ୍ତକୁ ଖୋଜୁଛି ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌। କିନ୍ତୁ ସେପଟେ ଅଭିଯୁକ୍ତ ସ୍ତ୍ରୀ ସିଲ୍‌ସିଲା ବେହେରା ସବୁ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଡ୍ରାଇଭର ସହିତ ମୋର ସଂପର୍କ … Read More

ବନ୍ଧୁକ ବଦଳରେ ଧରିଲେ ପରସ୍ପରର ହାତ ,ଦୁଇ କ୍ୟାଡର ନକ୍ସଲଙ୍କ ବିବାହ ସମ୍ପନ୍ନ

କଳାହାଣ୍ଡି :-ଆତ୍ମସମର୍ପଣ ପରେ ଦୁଇ ନକ୍ସଲଙ୍କର ପଡ଼ିଲା ହାତଗଣ୍ଠି । ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ମାଓବାଦୀ । କଳାହାଣ୍ଡି ଜିଲ୍ଲା ରିଜର୍ଭ ପୋଲିସ ପଡ଼ିଆରେ ସରିଛି ନିଆରା ବିବାହ । ଆତ୍ମସମର୍ପଣ କରିଥିବା ୨ ମାଓବାଦୀ ରାମଦାସ ଓ … Read More

୧୯୬ ପୋଲିସ ପଦବିକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର:– ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବିକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ । ୨୮ଟି ସବଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବି ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ … Read More

ହାରିଗଲା ମା’ର ମମତା, କୁରାଢ଼ିରେ ହାଣିଲା ପୁଅ

ବାରିପଦା:-ମଦ ନିଶା ଆଗରେ ହାରିଗଲା ମା’ର ମମତା। ଯିଏ ଜନ୍ମ ଦେଇ ପାଳିପୋଷି ବଡ଼ କରିଥିଲା, ଶେଷରେ ମଦ ନିଶାରେ ଚୁର ହୋଇ ତାକୁ ହିଁ କୁରାଢ଼ିରେ ହାଣି ଦେଲା ପୁଅ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର … Read More

୬ଟି ଦେଶରୁ ରାଜଧାନୀକୁ ଆସୁଥିଲା କୋକେନ୍

ଭୁବନେଶ୍ୱର: ଭୁବନେଶ୍ୱରରେ କୋକେନ୍ ଜବତ ଘଟଣାରେ ସାମ୍ନାକୁ ଆସିଲା ଦାମୀ ନିଶାର ବିଦେଶୀ ଲିଙ୍କ୍ । ରବିର ମୋବାଇଲ ଖୋଲିଲା କୋକେନ୍ ମାଫିଆଙ୍କ ସିକ୍ରେଟ୍ । ବିଦେଶରୁ ଓଡ଼ିଶାକୁ ଆସୁଥିଲା କୋକେନ୍ । ୬ଟି ଦେଶର ମାଫିଆଙ୍କ ସହ ଲିଙ୍କରେ ଥିଲା … Read More

ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା: ସୋନାଲିଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର:-ଯୁବ ମଡ଼େଲ୍‌ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ବିତି ସାରିଲାଣି। ପୁଅକୁ ହରାଇ ପରିବାର ଲୋକ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିବା ବେଳେ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ସେମାନଙ୍କୁ ସାମାନ୍ୟ ଆଶ୍ୱସ୍ତ ଦେଇଛି। … Read More