ସ୍ୱାମୀଙ୍କ ନିର୍ଯାତନା ପାଇଁ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ କନେଷ୍ଟବଳଙ୍କ ସ୍ତ୍ରୀ

ଢ଼େଙ୍କାନାଳ:- ଢ଼େଙ୍କାନାଳ ଜିଲ୍ଲା ଏସପି କାର୍ଯ୍ୟାଳୟରେ ଅଭାବନୀୟ ଘଟଣା । କନେଷ୍ଟବଳ ସ୍ତ୍ରୀଙ୍କ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ। ସ୍ବାମୀ ନିର୍ଯାତନା ଓ ଦ୍ୱିତୀୟ ବିବାହ କରିଥିବାରୁ ବାରମ୍ବାର ପୋଲିସ ଆଗରେ ଗୁହାରୀ କରି ନ୍ୟାୟ ନମିଳିବାରୁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି … Read More

ମାଟି ତଳେ ବିଡ଼ା ବିଡ଼ା ଟଙ୍କା: ମାଲିକ ଚାମ୍ବରରୁ ୩୯ ଲକ୍ଷ ଚୋରି କରି ଧରାପଡ଼ିଲେ,

ସମ୍ବଲପୁର:-ହୋଟେଲରେ ଚାକିରି କରୁଥିଲେ, ଶେଷରେ ସେହି ହୋଟେଲର ମାଲିକଙ୍କ ଚାମ୍ବରରେ କଳାକନା ବୁଲାଇ ଦେଲେ। ହୋଟେଲ ମାଲିକ ଅଫିସ୍ ଚାମ୍ବରରୁ ଗଲା ପରେ ତାଙ୍କ ଆଲମିରା ଭାଙ୍ଗି ୩୯ ଲକ୍ଷ  ଟଙ୍କା ଲୁଟି ନେଇଛନ୍ତି। କିନ୍ତୁ ହଜମ କରି ପାରିଲେନି ସବୁ … Read More

୧୦ ଦିନରେ ଜେଲ ପାଇଖାନା ସୁବ୍ୟବସ୍ଥିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ:-ରାଜ୍ୟର ସମସ୍ତ ଜେଲରେ ଥିବା ପାଇଖାନା ଗୁଡିକ ୧୦ ଦିନ ମଧ୍ୟରେ ସୁବ୍ୟବସ୍ଥିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ଏହି ନିର୍ଦ୍ଦେଶର ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩୦ ତାରିଖରେ ଜିଲ୍ଲା … Read More

ବିକେ ଶର୍ମା ଅକ୍ଟୋବରରେ ନେବେ ଅବସର!

ଭୁବନେଶ୍ୱର:-ଓଡ଼ିଶା ପ୍ରିଂଣ୍ଟିଂ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ତଥା ୧୯୮୬ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ବିକେ ଶର୍ମା ଚଳିତବର୍ଷ ଅକ୍ଟୋବର ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ ରାଜ୍ୟ ସରକାର ଅନମୁତି ଦେଇଛନ୍ତି । ଶ୍ରୀ ଶର୍ମା ଅକ୍ଟୋବର ମାସରେ ୬୦ବର୍ଷ … Read More

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଯତୀନ୍ଦ୍ର,

ଭୁବନେଶ୍ୱର:-୨୦୦୦ ମସିହା ବ୍ୟାଚ୍ ଆଇପିଏସ୍ ଯତୀନ୍ଦ୍ର କୋଏଲଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ନିମନ୍ତେ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଏହାସହିତ ୧୯୯୭ ବ୍ୟାଚ୍ ଆଇପିଏସ୍ ସଞ୍ଜୟ କୁମାରଙ୍କ କେନ୍ଦ୍ରୀୟ ଡେପୁଟେସନ ଅବଧି ଶେଷ ହୋଇଥିବାରୁ ସେ ଖୁବଶୀଘ୍ର ରାଜ୍ୟକୁ ଫେରିବେ ବୋଲି … Read More

ମାହାଙ୍ଗା ଗଣହତ୍ୟାରେ ଥାଇପାରେ ଏକାଧିକ ବ୍ୟକ୍ତିଙ୍କ ହାତ

ଭୁବନେଶ୍ୱର : ଅଣଓସାରିଆ ଘର ଭିତରେ ଜଣେ ବ୍ୟକ୍ତି କେମିତି ଆକ୍ରମଣ କଲା ଯେ, ଏକାସଙ୍ଗେ ୫ ଜଣଙ୍କ ଜୀବନ ନେଇଗଲା? ଆକ୍ରମଣ ପରେ ଖଟ, ଚଟାଣ, କାନ୍ଥ ଚାରିଆଡ଼େ ରକ୍ତରଂଜିତ ହୋଇଗଲା। ହେଲେ ୫ ଜଣଙ୍କୁ ଏକୁଟିଆ ମାରିଥିବା ସତ୍ତ୍ୱେ … Read More

କିପରି ୫ ଜଣଙ୍କୁ ମାରିଲା ସୈତାନ ଭାଇ, ଚାଲିଛି ପୋଲିସର ତଦନ୍ତ

ମାହାଙ୍ଗା: ମାହାଙ୍ଗାରେ ବଡ଼ ଭାଇ ପରିବାର ୫ ଜଣଙ୍କୁ ହତ୍ୟା ମାମଲାରେ ତଦନ୍ତ କରୁଛି ପୋଲିସ । ଆଜି ୫ ମୃତ ଦେହର ପୋଷ୍ଟମର୍ଟମ ହେବ । ସେପଟେ ବାଲିଚନ୍ଦ୍ରପୁର ଥାନାରେ ଅଟକଥିବା ଅଭିଯୁକ୍ତ ଶିବ ପ୍ରସାଦ ସାହୁକୁ ନିଜ ହେପାଜତକୁ … Read More

ଗରମ ତେଲ ଢ଼ାଳି ଯୁବକଙ୍କୁ ମାରିଦେଲେ ଶାଶୁ ଓ ଜ୍ୱାଇଁ

ନୟାଗଡ଼: ପର ଘରେ ପଶି ମାମଲତକାର କରିବା ପଡ଼ିଲା ମହଙ୍ଗା । ଚାଲିଗଲା ଯୁବକଙ୍କ ଜୀବନ । ନୟାଗଡ଼ ଶରଣକୁଳ ଥାନା ଚଢ଼େୟାପଲ୍ଲୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଚଢ଼େୟାପଲ୍ଲୀ ଗାଁର ମାଣିଆ ପ୍ରଧାନ ନାମକ ଯୁବକ ପଡ଼ୋଶୀ … Read More

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା, ୪ ପ୍ରତ୍ୟକ୍ଷଦର୍ଶୀଙ୍କର ହେଲା ବୟାନ ରେକର୍ଡ

ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ୪ ପ୍ରତ୍ୟକ୍ଷଦର୍ଶୀଙ୍କର ହେଲା ବୟାନ ରେକର୍ଡ । ଚାନ୍ଦବାଲି ଜେଏମଏଫସି କୋର୍ଟରେ ସିଆରପିସି ୧୬୪ ଆଧାରରେ ବୟାନ ରେକର୍ଡ ହୋଇଛି । ପୂର୍ବରୁ ୩ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ ହୋଇଛି … Read More

ପୂର୍ବତନ ପୋଲିସ ଡିଜିଙ୍କୁ OSSC ଅଧ୍ୟକ୍ଷ ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ପୋଲିସ ପ୍ରଶାସନିକ ଅଧିକାରୀ ତଥା ପୂର୍ବତନ ପୋଲିସ ଡିଜି ଅଭୟଙ୍କୁ ମିଳିଲା ନିଯୁକ୍ତି  । ଓଏସଏସସି ଅଧ୍ୟକ୍ଷ ଭାବେ ଅଭୟଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର  । ଓଡ଼ିଶା ସିଭିଲ ସର୍ଭିସ ସିଲେକସନ୍‌ କମିଶନରେ ନିଯୁକ୍ତି ପାଇଛନ୍ତି ପୂର୍ବତନ … Read More