ଅଭିନେତା ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ଼ ଘଟଣା, ଜଣଙ୍କୁ ଗିରଫ କଲା ପୋଲିସ
ଦିଲ୍ଲୀ,(ମୁଖ୍ୟ):-ଅଭିନେତା ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ଼ ଘଟଣାରେ ସନ୍ଦୀଗ୍ଧ ଆକ୍ରମଣକାରୀକୁ ବାନ୍ଧିଲା ମୁମ୍ବାଇ ପୋଲିସର ସ୍ପେଶାଲ ଟିମ୍ । ଛୁରାମାଡ଼ରେ ଆହତ ହୋଇ ଲୀଳାବତିରେ ଚିକିତ୍ସିତ ହେଉଛନ୍ତି ସୈଫ୍ ।ବଲିଉଡ ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ତାଙ୍କ ନିଜ ଘରେ … Read More