କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୯ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର:- କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ନବନିର୍ବାଚିତ ଛାତ୍ର କ୍ୟାବିନେଟର ଶପଥ ଗ୍ରହଣ ଏବଂ ପ୍ରଖ୍ୟାତ ସାମ୍ବାଦିକ, ସ୍ନାୟୁ ବିବିଧତା ପ୍ରବକ୍ତା ଏବଂ ଲେଖିକା ମୁଗ୍ଧା କାଲରାଙ୍କ ପ୍ରେରଣାଦାୟକ ଅଭିଭାଷଣ ସହିତ ଏକ ସ୍କୁଲର ୧୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ … Read More










