ରାଜଧାନୀରେ ପୁଣି ମାତିଲେ ଲୁଟେରା,ସାମ୍ବାଦିକଙ୍କୁ ଖଣ୍ଡା ଦେଖାଇ ଲୁଟିଲେ ମୋବାଇଲ ଓ ସୁନା ମୁଦି
ଭୁବନେଶ୍ୱର: ସାମ୍ବାଦିକଙ୍କୁ ଖଣ୍ଡା ଦେଖାଇ ଲୁଟିଲେ ମୋବାଇଲ ଓ ସୁନା ମୁଦି। ନୟାପଲୀ ଥାନାଠୁ ମାତ୍ର 100 ମିଟର ଦୂରରେ ଏଭଳି ଘଟଣା ଘଟିଛି। ଲୁଟର ଶିକାର ହୋଇଛନ୍ତି କଳିଙ୍ଗ ଟିଭି ସାମ୍ବାଦିକ ସୌମ୍ୟ ରଞ୍ଜନ ସେଠୀ । ଗତକାଲି ରାତି … Read More










