ଭୁବନେଶ୍ୱରରୁ ଆଉ ୨୯୫ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ଟପିଲା
ଭୁବନେଶ୍ୱର,:- ଭୁବନେଶ୍ୱରରୁ ଶନିବାର ୨୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୧୫ରେ ପହଁଚିଛନ୍ତି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୪୨ । … Read More










