ଓଡିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ହେଲେ ସତ୍ୟଜିତ ମହାନ୍ତି
ଭୁବନେଶ୍ୱର: ବରିଷ୍ଠ ଆଇପିଏସ ଅଧିକାରୀ ଡ.ସତ୍ୟଜିତ ମହାନ୍ତିଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି | ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ମୁତାବକ ବର୍ତ୍ତମାନ ଅଗ୍ନିଶମ ଓ ହୋମଗାର୍ଡ ବିଭାଗର ଡିଜି ଥିବା ସତ୍ୟଜିତ ମହାନ୍ତିଙ୍କ ଏହି ନୂତନ … Read More










