ପାଳନ ହେବ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଉତ୍ସବ, ସବୁଜ ସଂକେତ ଦେଲେ ସରକାର
ଭୁବନେଶ୍ୱର:-ଆୟୋଜିତ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ । ଶୀତଳ ଷଷ୍ଠୀ ଶିବ ପାର୍ବତୀ ବିବାହ ପାଇଁ ମିଳିଛି ପ୍ରଶାସନିକ ଅନୁମତି । ବିଏମସି କମିଶନଙ୍କ ପକ୍ଷରୁ ମିଳିଛି ଅନୁମତି । ତେବେ ଏଥିପାଇଁ କେତେକ କଟକଣା ମଧ୍ୟ ରଖିଛି ବିଏମସି । … Read More










