ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ପଜିଟିଭ

ଭୁବନେଶ୍ବର:- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ଏହା ସହିତ ତାଙ୍କ ପତ୍ନୀ ସଙ୍ଗୀତ ଦାଶ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି ବୋଲି ସୂଚନା ଦେଇଛନ୍ତି । ତେବେ ଗତ ସାତ ଦିନ ଭିତରେ ମନ୍ତ୍ରୀ ଓ ତାଙ୍କ ପତ୍ନୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜ ନିଜର କରୋନା ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *