ରାଜ୍ୟରେ କରୋନାରେ ଗଲା ଆଉ ୮ ଜୀବନ
ଭୁବନେଶ୍ୱର;- ପୁଣି କରୋନା ନେଇଛି ୮ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୪୫ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ବୌଦ୍ଦ ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୩ ଜଣ,
କନ୍ଧମାଳ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,
ସମ୍ବଲପୁର ଜିଲ୍ଲାରୁ ଜଣେ,
ସୋନପୁର ଜିଲ୍ଲାରୁ ଜଣେ,
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।
ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୪୫ କୁ ବୃଦ୍ଧି