ଭୁବନେଶ୍ବର;-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।