ମୁଖ୍ୟ ଖବର ରାଜ୍ୟ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ admin September 22, 2020 ଜଳେଶ୍ବର:-ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ୍ ମଥାନୀଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା । ମଥାନୀଠାରେ ଜଳକା ନଦୀର ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ବର୍ତ୍ତମାନ ୫.୮୫ମିଟର ଉପରେ ଜଳ ପ୍ରବାହିତ ହେଉଛି ।