କଂଗ୍ରେସ ପ୍ରକାଶ କଲା ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର:-ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି କଂଗ୍ରେସ। ତାଲିକାରେ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଜଟଣୀ ବିଧାୟକ ସୁର ରାଉତରାୟ ଅଛନ୍ତି।

ଏହି ତାଲିକାରେ ଜିତେନ୍ଦ୍ର ସିଂ, ଭକ୍ତ ଦାସ, ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝୀ, ଶରତ ରାଉତ, ରାମଚନ୍ଦ୍ର ଖୁଣ୍ଟିଆ, ଶରତ ପଟ୍ଟନାୟକ ଓ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନାଁ ରହିଛି। କଂଗ୍ରେସର ଷ୍ଟାର୍‌ ପ୍ରଚାର ତାଲିକାରେ ପ୍ରସାଦ ହରିଚନ୍ଦନ, ତାରା ବାହିନୀପତି, ରଞ୍ଜୀବ ବିଶ୍ୱାଳ, ମହମ୍ମଦ ମୋକିମ୍, ଗଣେଶ୍ୱର ବେହେରା, ସନ୍ତୋଷ ସିଂ ସାଲୁଜାଙ୍କ ନା ବି ରହିଛି।

ଜେଡିରୁ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଅନନ୍ତ ଦାସ, ସୌମ୍ୟ ପଟ୍ଟନାୟକ, ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ, ସଂଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ପ୍ରତାପ ଜେନା, ସୁଶାନ୍ତ ସିଂ, ନବ ଦାସ, ରାଜଶ୍ରୀ ମଲ୍ଲିକ, ରଣେନ୍ଦ୍ର ପ୍ରତାପ ସିଂହ, ପ୍ରତାପ ଦେବ, ନିରଞ୍ଜନ ପୂଜାରୀ, ସମୀର ଦାଶ, ପ୍ରେମାନନ୍ଦ ନାୟକ, ଦିବ୍ୟଶଙ୍କର ମିଶ୍ର, ପ୍ରଶାନ୍ତ ମୁଦୁଲି, ରଘୁନନ୍ଦନ ଦାସ, ସୁଦାମ ମାରାଣ୍ଡି, ଜ୍ୟେତିପ୍ରକାଶ ପାଣିଗ୍ରାହୀ, ରବୀନ୍ଦ୍ର ଜେନା, ଜୀବନ ପ୍ରଦୀପ ଦାସ, ମୁନ୍ନା ଖାଁ, ଆକାଶ ଦାସ ନାୟକ, ଅରିନ୍ଦମ ରାୟ, ଦେବାଶିଷ ସାମନ୍ତରାୟ ଓ କୁନା ତ୍ରିପାଠୀ ରହିଛନ୍ତି।

ସେହିପରି ବିଜେପିରୁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ୨ କେନ୍ଦ୍ରମନ୍ତ୍ରୀ ସାମିଲ ହୋଇଛନ୍ତି। ସମୀର ମହାନ୍ତି, ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପ୍ରଦୀପ୍ତ ନାଏକ, ସୌଦାନ ସିଂ, ଅରୁଣ ସିଂ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ଅପରାଜିତା ଷଡ଼ଙ୍ଗୀ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ସମ୍ୱିତ ପାତ୍ର, ବିଷ୍ଣୁ ସେଠୀ, ମୋହନ ମାଝି, ବିଜୟ ମହାପାତ୍ର, ସୁକାନ୍ତ ନାୟକ, ପ୍ରକାଶ ମିଶ୍ର, ରଘୁନାଥ ମହାନ୍ତି, କେଭି ସିଂହଦେଓ, ଖାରବେଳ ସ୍ୱାଇଁ,  ପୃଥ୍ୱୀରାଜ ହରିଚନ୍ଦନ, ଲେଖାଶ୍ରୀ ସାମନ୍ତସିଂହାର, ଭ୍ରୁଗୁ ବକ୍ସିପାତ୍ର, ସୁକାନ୍ତ ନାୟକ, ଜୟନାରାୟଣ ମହାନ୍ତି, ପଦ୍ମଲୋଚନ ପଣ୍ଡା, ବିଭୁପ୍ରସାଦ ତରାଇ, ଗୋଲକ ମହାପାତ୍ର ପ୍ରଚାର ମୈଦାନକୁ ଓହ୍ଲାଇବେ।

Leave a Reply

Your email address will not be published. Required fields are marked *