ନଭେମ୍ବର ୫ରୁ +୨ ଅପ୍‌ସନାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର:-ନଭେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ +୨ ଅପ୍‌ସନାଲ ପରୀକ୍ଷା ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କରୋନା ପାଇଁ ମାର୍ଚ୍ଚ ୨୩ରୁ ୨୮ ଯାଏଁ ହୋଇପାରିନଥିବା ପରୀକ୍ଷା କରାଯିବ। ପରୀକ୍ଷା ପାଇଁ ଦିନ ଧାର୍ଯ୍ୟ କଲା ସିଏଚ୍‌ଏସ୍‌ଇ।

  • ୫ରେ ଅର୍ଥନୀତି, ଜୀବବିଜ୍ଞାନ
  • ୬ରେ ପରିସଂଖ୍ୟାନ, ନୃତତ୍ତ୍ୱ, ସମାଜ ବିଜ୍ଞାନ
  • ୭ରେ ତର୍କ ଶାସ୍ତ୍ର, ଭୂଗୋଳ

କୋଭିଡ୍‌ ଗାଇଡ଼ଲାଇନ ମାନି ପରୀକ୍ଷା ଦେବାକୁ ସିଏଚ୍‌ଏସ୍‌ଇ ପକ୍ଷରୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *