‘ମୋ ବିଦ୍ୟୁତ୍‌’ ଆପ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,

ଭୁବନେଶ୍ବର,:–ଜନସାଧାରଣଙ୍କ ସୁବିଧା ନିମନ୍ତେ ସୋମବାର ସନ୍ଧ୍ୟାରେ “ମୋ ବିଦ୍ୟୁତ୍”‌ ଆପ୍‌ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଣିକି ଅନ୍‌ଲାଇନ୍‌ ଆପ୍‌ ମାଧ୍ୟମରେ ଜନସାଧାରଣ ବିଦ୍ୟୁତ୍‌ ବିଲ୍‌ ପୈଠ କରି ପାରିବେ। ଗ୍ରାହକମାନେ ଅନ୍‌ଲାଇନ୍‌ରେ ବିଦ୍ୟୁତ୍‌ ଦେୟ ଦେଲେ ମିଳିବ ୨ % ରିହାତି। ଏହି ଆପ୍‌ ମାଧ୍ୟମରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ଅଭିଯୋଗର ତୁରନ୍ତ ସାମଧାନ କରାଯାଇ ପାରିବ ମଧ୍ୟ।

Leave a Reply

Your email address will not be published. Required fields are marked *