ରାଜ୍ୟ ରାଜ୍ୟରେ ୧୪୭୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ admin October 31, 2020 ଭୁବନେଶ୍ୱର:-ରାଜ୍ୟରେ ୧୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ଅବଶିଷ୍ଟ ୬୧୭ଟି ହେଉଛି ଲୋକାଲ୍ କେସ୍।