ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୪୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର:-ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ, ବୌଦ୍ଧ, କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ, ବୌଦ୍ଧ, କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *