ବୀରମିତ୍ରପୁର ଥାନା ହାଜତରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ସୁନ୍ଦରଗଡ:- ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ହାଜତରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ଏକ ଅପରାଧିକ ମାମଲାରେ ଯୁବକଙ୍କୁ ଉଠାଇ ଆଣିଥିଲା ପୋଲିସ । ଗତ ୧୮ ତାରିଖରେ ଯୁବକଙ୍କୁ ଉଠାଇ ଆଣିଥିଲା ପୋଲିସ । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ପିଟି ପିଟି ମାରିଦେଇଥିବା ପରିବାରଲୋକ ଅଭିଯୋଗ ଆଣିଛନ୍ତି । ଯୁବକଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ମେଡିକାଲକୁ ପଠାଯାଇଛି । ପୋଷ୍ଟ ମର୍ଟମ ପରେ ପ୍ରକୃତ ଘଟଣା ସ୍ପଷ୍ଟ ହେବ ବୋଲି କୁହାଯାଉଛୁ ।

Leave a Reply

Your email address will not be published. Required fields are marked *